ଦୁଇ ପିଏଲ୍‌ଏଫ୍‌ଆଇ ସଦସ୍ୟ ଗିରଫ

ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲାରେ ଦୁଇଜଣ ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ପ୍ରଥମେ ପୋଲିସ୍‌ ଓ ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହାପରେ ପୋଲିସ୍‌ ସେମାନଙ୍କୁ ଗିରଫ କରିଥିଲା। ଗିରଫ ଦୁଇ ପିଏଲଏଫ୍‌ଆଇ ସଦସ୍ୟଙ୍କ ଠାରୁ ୨ଟି ବନ୍ଧୁକ ଓ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଚି। ରାୟବଗା ଅଞ୍ଚଳରୁ ଦୁହିଁଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ଗୁଳିବିନିମୟ ପରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

plfi

plfi

Rakesh Mallick
  • Published: Thursday, 02 November 2017
  • Updated: 02 November 2017, 04:59 PM IST

Sports

Latest News

ରାଉରକେଲା (ଓଡ଼ିଶା ରିପୋର୍ଟର): ରାଉରକେଲାରେ ଦୁଇଜଣ ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କୁ ପୋଲିସ ଗିରଫ କରିଛି। ପ୍ରଥମେ ପୋଲିସ୍‌ ଓ ପିଏଲ୍‌ଏଫ୍‌ଆଇ ସଦସ୍ୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏହାପରେ ପୋଲିସ୍‌ ସେମାନଙ୍କୁ ଗିରଫ କରିଥିଲା।

ଗିରଫ ଦୁଇ ପିଏଲଏଫ୍‌ଆଇ ସଦସ୍ୟଙ୍କ ଠାରୁ ୨ଟି ବନ୍ଧୁକ ଓ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଚି। ରାୟବଗା ଅଞ୍ଚଳରୁ ଦୁହିଁଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି। ଗୁଳିବିନିମୟ ପରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story