ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସରେ ରେଜଲ୍ଟ ପ୍ରକାଶ ପାଇବ। www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। ଚଳିତବର୍ଷ ରାଜ୍ୟରେ  ୯୭ ହଜାର ୫୩୬ ଛାତ୍ରଛାତ୍ରୀ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ରେ ପରୀକ୍ଷା ଦେଇଛନ୍ତି। ଲକ୍‌ଡାଉନ୍ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା […]

vnm999

vnm999

Tapaswini Nayak
  • Published: Wednesday, 12 August 2020
  • Updated: 12 August 2020, 07:36 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ। ମଧ୍ୟାହ୍ନ ୧୨ଟା ୩୦ରେ CHSE ଅଫିସରେ ରେଜଲ୍ଟ ପ୍ରକାଶ ପାଇବ। www.orissaresults.nic.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ।

ଚଳିତବର୍ଷ ରାଜ୍ୟରେ  ୯୭ ହଜାର ୫୩୬ ଛାତ୍ରଛାତ୍ରୀ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ମୋଟ୍ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ରେ ପରୀକ୍ଷା ଦେଇଛନ୍ତି। ଲକ୍‌ଡାଉନ୍ କଟକଣା ଯୋଗୁ ଚଳିତ ବର୍ଷ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଫଳ ଖାତା ଦେଖାରେ ସମସ୍ୟା ସୃଷ୍ଟି ହୋଇଥିଲା। ଅଗଷ୍ଟ ତୃତୀୟ ସପ୍ତାହରେ +୨ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story