ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ନନ୍ଦନକାନନରେ ବାଘ ସଂଖ୍ୟା ବୃଦ୍ଧି ପାଇଛି । ବାଘୁଣୀ ସ୍ନେହା ଦୁଇଟି ଶାବକ ଜନ୍ମ ଦେଇଛି। ଶାବକ ଦୁଇଟିକୁ ମା’ ବାଘୁଣୀ ଏବେ ଲାଳନପାଳନ କରୁଛି। ସିସିଟିଭି ମାଧ୍ୟମରେ ଏହା ଉପରେ ନନ୍ଦନକାନନ କର୍ତ୍ତୃପକ୍ଷ ନଜର ରଖିଛନ୍ତି। ଏଥିସହ ନନ୍ଦନକାନନରେ ବାଘସଂଖ୍ୟା ୨୭ରେ ପହଞ୍ଚିଛି । ନନ୍ଦନକାନନରେ ଏବେ ୮ଟି ଧଳାବାଘ ଓ ୪ଟି କଳାବାଘ ଅଛନ୍ତି ।
ହାଇଦ୍ରାବାଦରୁ ନନ୍ଦନକାନନକୁ ଆସିଥିବା ବାଘ ସୈଫ ଔରସରୁ ବାଘୁଣୀ ସ୍ନେହା ଏହି ୨ ଛୁଆ ପ୍ରସବ କରିଛି। ପ୍ରଥମ ବାଘ ଛୁଆଟି ଭୋର ୩ଟା୩୮ ମିନିଟ୍ ଓ ଦ୍ୱିତୀୟ ଛୁଆ ଭୋର ୫ଟା ୪୪ ମିନିଟ୍ରେ ଜନ୍ମ ହୋଇଥିବା ଜଣାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ପର୍ଯ୍ୟଟକମାନେ ଖୁସି ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।