କଟକ ଜିଲ୍ଲାରେ ଚିହ୍ନଟ ହେଲେ ୨୯ ଆକ୍ରାନ୍ତ, ସଂଖ୍ୟା ଛୁଇଁଲା ୮୫୫

କଟକ(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରୁ ନୂଆ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ମହାନଗର ନିଗମ ଅଞ୍ଚଳରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ  ଟାଙ୍ଗୀରୁ ଜଣେ, କଟକ ସଦରରୁ ଜଣେ, ବାଙ୍କୀରୁ ୧୨ ଜଣ, ବଡ଼ମ୍ବାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ବ୍ୟତୀତ ନରସିଂହପୁରରୁ ୨ଜଣ, ନିଆଳିରୁ ୨ ଓ ସାଲେପୁରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୫ରେ ପହଞ୍ଚିଛି। ସେମାନଙ୍କ […]

corona-3.4

corona-3.4

Niharika Rout
  • Published: Tuesday, 07 July 2020
  • Updated: 07 July 2020, 11:40 AM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ଜିଲ୍ଲାରୁ ନୂଆ ୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କଟକ ମହାନଗର ନିଗମ ଅଞ୍ଚଳରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ  ଟାଙ୍ଗୀରୁ ଜଣେ, କଟକ ସଦରରୁ ଜଣେ, ବାଙ୍କୀରୁ ୧୨ ଜଣ, ବଡ଼ମ୍ବାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ବ୍ୟତୀତ ନରସିଂହପୁରରୁ ୨ଜଣ, ନିଆଳିରୁ ୨ ଓ ସାଲେପୁରରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

କଟକ ଜିଲ୍ଲାରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୫୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୪୪ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୩୦୩ ଜଣ ଚିକିତ୍ସାଧୀନ ଅଛନ୍ତି। କରୋନା ଯୋଗୁ କଟକ ଜିଲ୍ଲାରେ ସମୁଦାୟ ୫ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos