ସୁସ୍ଥ ହେଲେ ‘କରୋନା’ ଆକ୍ରାନ୍ତ ୨୦ ଛୋଟ ପିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମରୀ ‘କରୋନା’ରେ ରାଜ୍ୟରେ ୨୦ ଜଣ ଛୋଟପିଲା ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ବୟସ ୧୪ ବର୍ଷରୁ କମ୍‌ ହେବ। ଏବେ ସେମାନେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛନ୍ତି କୋଭିଡ୍‌ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ। ଆଜି ସୁଦ୍ଧା ରାଜ୍ୟରେ ୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିରେ ୨୦ ଜଣ […]

corona

corona

Manoranjan Sial
  • Published: Friday, 15 May 2020
  • Updated: 15 May 2020, 07:41 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ମହାମରୀ ‘କରୋନା’ରେ ରାଜ୍ୟରେ ୨୦ ଜଣ ଛୋଟପିଲା ଆକ୍ରାନ୍ତ ହୋଇଥିଲେ। ସେମାନଙ୍କ ବୟସ ୧୪ ବର୍ଷରୁ କମ୍‌ ହେବ। ଏବେ ସେମାନେ ସମସ୍ତେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ସୂଚନା ଦେଇଛନ୍ତି କୋଭିଡ୍‌ ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍‌ଚୀ।

ଆଜି ସୁଦ୍ଧା ରାଜ୍ୟରେ ୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିରେ ୨୦ ଜଣ ଛୋଟ ପିଲା ଅଛନ୍ତି। ଏବେ ୫୦୩ ଜଣ କରୋନା ଆକ୍ରାନ୍ତ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।  ଏହାଛଡ଼ା ଅନେକ ଲୋକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story