ଓଲଟି ପଡ଼ିଲା ‘ନଡ଼ିଆରାଣୀ’

କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ନିକଟସ୍ଥ କାଉଗୁଣ୍ଠା ଗାଁଠାରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପଟାଙ୍ଗି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣାରେ ବସ୍‌ କଣ୍ଡକ୍ଟର ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ଦୀର୍ଘ ସମୟ ଧରି ବସ୍‌ ତଳେ ଚାପି ହୋଇ ରହିଥିଲେ। ଦମକଳ ବାହିନୀ କର୍ମଚାରୀମାନେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଗୋଡ଼ ଭାଙ୍ଗି ଯାଇଥିବା […]

bus2

bus2

Jitendra Garnayak
  • Published: Friday, 07 June 2019
  • Updated: 07 June 2019, 09:15 AM IST

Sports

Latest News

କୋରାପୁଟ (ସୂର୍ଯ୍ୟ ନାରାୟଣ ପଣ୍ଡା): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ନିକଟସ୍ଥ କାଉଗୁଣ୍ଠା ଗାଁଠାରେ ଏକ ବସ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ପଟାଙ୍ଗି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

bus1ଏହି ଦୁର୍ଘଟଣାରେ ବସ୍‌ କଣ୍ଡକ୍ଟର ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ଦୀର୍ଘ ସମୟ ଧରି ବସ୍‌ ତଳେ ଚାପି ହୋଇ ରହିଥିଲେ। ଦମକଳ ବାହିନୀ କର୍ମଚାରୀମାନେ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଗୋଡ଼ ଭାଙ୍ଗି ଯାଇଥିବା ଜଣାପଡ଼ିଛି। ତାଙ୍କୁ କୋରାପୁଟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ଘର କଟକର ଆଠଗଡ଼ ଅଞ୍ଚଳରେ।
bus6ଆଜି ଭୋର୍‌ ପ୍ରାୟ ୫ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। 'ନଡ଼ିଆରାଣୀ' ନାମକ ଏହି ଘରୋଇ ବସ୍‌ଟି ଭୁବନେଶ୍ୱରରୁ ଜୟପୁର ଯାଉଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story