ଓଲଟି ପଡ଼ିଲା ବସ୍‌

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କପୁରମାଲ ନିକଟସ୍ଥ ରଜାମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ଦୁର୍ଘଟଣା ଘଟିଛି। ‘ପ୍ରଧାନ’ ନାମକ ଏହି ଘରୋଇ ବସ୍‌ଟି ସାସ୍ତୁଗୁଡ଼ାରୁ କେସିଙ୍ଗା ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଆହତମାନଙ୍କୁ ଉଦ୍ଧାର କରି […]

bus1

bus1

Jitendra Garnayak
  • Published: Monday, 03 June 2019
  • Updated: 03 June 2019, 08:55 AM IST

Sports

Latest News

ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ କପୁରମାଲ ନିକଟସ୍ଥ ରଜାମୁଣ୍ଡା ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ୨୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଜୟପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

bus2ଆଜି ସକାଳ ପ୍ରାୟ ୬ଟା ବେଳେ ଏହି ଦୁର୍ଘଟଣା ଘଟିଛି। ‘ପ୍ରଧାନ’ ନାମକ ଏହି ଘରୋଇ ବସ୍‌ଟି ସାସ୍ତୁଗୁଡ଼ାରୁ କେସିଙ୍ଗା ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା।

ଅଗ୍ନିଶମ ବିଭାଗ କର୍ମଚାରୀମାନେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story