ସରକାରୀ ବସ୍‌ ଓ ଟ୍ରକ୍‌ ମୁହାଁମୁହିଁ ଧକ୍କା

ରାଉରକେଲା (ସତ୍ୟାନନ୍ଦ ମହାନ୍ତି):  ସୁନ୍ଦରଗଡ଼ ଜିଲ୍ଲା ୧୪୩ ନମ୍ୱର ଜାତୀୟ ରାଜପଥରର କୁଆରମୁଣ୍ଡା ନିକଟରେ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସ୍‌ଟି ବୀରମିତ୍ରପୁରର ଝୁରମୁରରୁ ରାଉରକେଲା ଆସୁଥିବା ବେଳେ ଦିନ ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ କେଉଁ କାରଣରୁ […]

rkl-accident

rkl-accident

Jyoshna Pradhan
  • Published: Friday, 06 September 2019
  • Updated: 06 September 2019, 02:38 PM IST

Sports

Latest News

ରାଉରକେଲା (ସତ୍ୟାନନ୍ଦ ମହାନ୍ତି):  ସୁନ୍ଦରଗଡ଼ ଜିଲ୍ଲା ୧୪୩ ନମ୍ୱର ଜାତୀୟ ରାଜପଥରର କୁଆରମୁଣ୍ଡା ନିକଟରେ ଏକ ସରକାରୀ ଯାତ୍ରୀବାହୀ ବସ୍‌ ଓ ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବସ୍‌ଟି ବୀରମିତ୍ରପୁରର ଝୁରମୁରରୁ ରାଉରକେଲା ଆସୁଥିବା ବେଳେ ଦିନ ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ତେବେ କେଉଁ କାରଣରୁ ଏ ଦୁର୍ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇନି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story