୨୦ରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସିବେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା। ପ୍ରଥମେ ସେ ଭୁବନେଶ୍ୱରରେ ପହଞ୍ଚି ପୁରୀ ଗସ୍ତରେ ଯିବେ । ପୁରୀରେ ସେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ  ସେ ପୁରୀରେ ବିମଳା ମନ୍ଦିରର ପ୍ରତିଷ୍ଠା ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେବେ।

amit-shah

Rakesh Mallick
  • Published: Sunday, 15 January 2017
  • , Updated: 15 January 2017, 03:49 PM IST

Related story