ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅଗଷ୍ଟ ମାସରୁ ଦୈନିକ ୨୦ ହଜାର କରୋନା ଟେଷ୍ଟ ହେବ। ୧୨ ହଜାର ବଦଳରେ ଦୈନକ ୨୦ ହଜାର ଟେଷ୍ଟ କରାଯିବ। ୮ ହଜାର RT-PCR ଓ ବାକି ଆଣ୍ଟିଜେନ ଏବଂ ଟ୍ରୁନେଟ୍ ଟେଷ୍ଟ ହେବ। କରୋନା ସମୀକ୍ଷା ବୈଠକ ପରେ ILS ନିର୍ଦ୍ଦେଶକ ଅଜୟ ପରିଡା ଏଭଳି ସୂଚନା ଦେଇଛନ୍ତି ।
ସେ ଆହୁରି କହିଛନ୍ତି, “ବର୍ତ୍ତମାନ ପ୍ରତି ଜିଲ୍ଲାରେ ୩ ହଜାରରୁ ଅଧିକ ଆଣ୍ଟିଜେନ୍ କିଟ୍ସ ରହିଛି। ଦରକାର ପଡ଼ିଲେ ଅଧିକ ଯୋଗାଇ ଦିଆଯିବ। ଏଥିସହ ଦିନକୁ ଦିନ ରାଜ୍ୟର କିଛି ଜିଲ୍ଲାରେ କରୋନା ସ୍ଥିତିରେ ସୁଧାର ଆସୁଛି। କିଛି କିଛି ଜିଲ୍ଲାରେ ଅଳ୍ପ ସଂଖ୍ୟକ ଆକ୍ରାନ୍ତ ବଢ଼ୁଛନ୍ତି। ତେଣୁ ସ୍ଥିତି ସ୍ଥିର କୁହାଯାଇ ପାରିବ। ଯେ ପର୍ଯ୍ୟନ୍ତ ପୂରା କମିନି ସେତେ ପର୍ଯ୍ୟନ୍ତ ସ୍ଥିତି ଆୟତ୍ତ କୁହାଯାଇ ପାରିବ ନାହିଁ। ତା’ସହ ପ୍ଲାଜମା ଥେରାପି ସଫଳ ହେଉଛି। କିନ୍ତୁ ପ୍ଲାଜମା ସଂଗ୍ରହରେ ସମସ୍ୟା ସୃଷ୍ଟି ହେଉଛି।”
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।