ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଜା

ନୂଆପଡ଼ା(ମାୟାଧର ସରାଫ ): ନାବାଳିକା ଦୁଷ୍କର୍ମକାରୀକୁ ମିଳିଲା ୨୦ ବର୍ଷ ସଜା । ୨୦୧୮ର ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ନୂଆପଡ଼ା ପୋକ୍ସୋ କୋର୍ଟ ଦୋଷୀକୁ ୨୦ ବର୍ଷର ସଜ୍ଜା ଶୁଣାଇଛନ୍ତି । ଏହାସହ  ୧୫ ହଜାର ଟଙ୍କାର ଜରିମାନା ବି କରାଯାଇଛି  । ସୂଚନାଯୋଗ୍ୟ,  ୨୦୧୮ ମସିହାରେ ସଂପୃକ୍ତ ଅଭିଯୁକ୍ତ ନୂଆପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୁକ୍ତଜଣଙ୍କ ନାବାଳିକାକୁ  ବାଇକ୍‌ରେ ଗାଁ  ନିକଟ ଜଙ୍ଗଲକୁ ନେଇ […]

judge-4

judge-4

Niharika Rout
  • Published: Thursday, 19 November 2020
  • Updated: 19 November 2020, 08:20 AM IST

Sports

Latest News

ନୂଆପଡ଼ା(ମାୟାଧର ସରାଫ ): ନାବାଳିକା ଦୁଷ୍କର୍ମକାରୀକୁ ମିଳିଲା ୨୦ ବର୍ଷ ସଜା । ୨୦୧୮ର ଏକ ଦୁଷ୍କର୍ମ ମାମଲାର ଶୁଣାଣି କରି ନୂଆପଡ଼ା ପୋକ୍ସୋ କୋର୍ଟ ଦୋଷୀକୁ ୨୦ ବର୍ଷର ସଜ୍ଜା ଶୁଣାଇଛନ୍ତି । ଏହାସହ  ୧୫ ହଜାର ଟଙ୍କାର ଜରିମାନା ବି କରାଯାଇଛି  ।

ସୂଚନାଯୋଗ୍ୟ,  ୨୦୧୮ ମସିହାରେ ସଂପୃକ୍ତ ଅଭିଯୁକ୍ତ ନୂଆପଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୁକ୍ତଜଣଙ୍କ ନାବାଳିକାକୁ  ବାଇକ୍‌ରେ ଗାଁ  ନିକଟ ଜଙ୍ଗଲକୁ ନେଇ ଦୁଷ୍କର୍ମ କରିଥିଲା । ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ଅଭିଯୁକ୍ତକୁ ଗିରଫ କରିଥିଲା  ।

ଗତକାଲି ସ୍ୱତନ୍ତ୍ର ଜଜ୍ ପୋସ୍କୋ କୋର୍ଟ ମାମଲାର ବିଚାର କରି ଦୋଷୀକୁ ୨୦ବର୍ଷ ଜେଲ ଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା କରାଯାଇଛି  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story