ଚିହ୍ନଟ ହେଲେ ୨୦୬ ଆକ୍ରାନ୍ତ, ୭ ହଜାର ପାର କଲା ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ୨୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତକାଲି ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ପାର୍‌ କରିଯାଇଛି। COVID-19 REPORT FOR 29th JUNE New positive Cases: 206 In quarantine: 192 Local contacts: 14 (Details of local contacts will be shared by concerned District […]

COrona-5-2-1

COrona-5-2-1

Niharika Rout
  • Published: Tuesday, 30 June 2020
  • Updated: 30 June 2020, 10:45 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁଣି ୨୦୦ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତକାଲି ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ପାର୍‌ କରିଯାଇଛି।

ରାଜ୍ୟର ୨୨ଟି ଜିଲ୍ଲା  ସମେତ  ପଶ୍ଚିମବଙ୍ଗ ଫେରନ୍ତା NDRF ଟିମ୍‌ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ୨୦୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୪ ଜଣ ଲୋକାଲ କେସ୍‌ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ମାଲକାନଗିରିରୁ ସର୍ବାଧିକ ୩୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୨୮, କୋରାପୁଟରୁ ୧୮, ଜଗତସିଂପୁର,କଟକରୁ ୧୭, ବଲାଙ୍ଗିରରୁ ୧୬ ଓ ଦେବଗଡ଼ରୁ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ମୟୂରଭଞ୍ଜ ଓ ଖୋର୍ଦ୍ଧା ଜିଲ୍ଲାରୁ  ୭ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, କେନ୍ଦୁଝର,ଅନୁଗୁଳରୁ ୬ ଜଣ ଲେଖାଏ ଓ ବାଲେଶ୍ୱର ଜିଲ୍ଲାରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବ୍ୟତୀତ କେନ୍ଦ୍ରାପଡ଼ା, ସମ୍ବଲପୁର,ଢେଙ୍କାନାଳ,ଭଦ୍ରକ ଜିଲ୍ଲାରୁ  ୪ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗୁଡ଼ା,ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏ, ସୁନ୍ଦରଗଡ଼ରୁ ୨ଜଣ , ବୌଦ୍ଧ, ନୟାଗଡ଼, ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ପଶ୍ଚିମବଙ୍ଗରୁ ଫେରିଥିବା ଏନଡିଆରଏଫ୍‌ ଟିମ୍‌ର ଜଣେ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ୬୮୫୯ ଥିବା ବେଳେ ଆଜି ଏହା ୭୦୬୫ରେ ପହଞ୍ଚିଛି। ସେଥି ମଧ୍ୟରୁ ୪୯୪୬ ଜଣ ସୁସ୍ଥ ହୋଇସାରିଲେଣି। ରାଜ୍ୟର ବିଭିନ୍ନ ମେଡିକାଲରେ ୨୦୮୭ ଜଣ ଚିକିତ୍ସିତ ହେଉଛନ୍ତି। ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୩ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story