ପୁଣି ୨ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ଆସିଥିବା ରିପୋର୍ଟରେ ଏହା ୨ ହଜାର ଉପରେ ରହିଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୮୭ଟି ହେଉଛି […]

Corona

Corona

Jitendra Garnayak
  • Published: Tuesday, 20 July 2021
  • Updated: 20 July 2021, 09:11 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ସୋମବାର ଆସିଥିବା ରିପୋର୍ଟରେ ଏହି ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ଆସିଥିବା ରିପୋର୍ଟରେ ଏହା ୨ ହଜାର ଉପରେ ରହିଛି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୮୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୮୭ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୬ ଜଣଙ୍କ ସମ୍ପର୍କରେ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୨୮ ଜଣ ଥିବା ବେଳେ କଟକରୁ ୨୧୦, ଭଦ୍ରକରୁ ୧୭୩, ଯାଜପୁରରୁ ୧୩୨, ବାଲେଶ୍ୱରରୁ ୧୧୩, ଜଗତସିଂହପୁରରୁ ୧୦୮, ପୁରୀରୁ ୧୦୬, କେନ୍ଦ୍ରାପଡ଼ାରୁ ୯୪ ଓ ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଜଣ ଅଛନ୍ତି।

ସେହିପରି ଅନୁଗୋଳରୁ ୭୩ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୫, ବଲାଙ୍ଗିରରୁ ୭, ବୌଦ୍ଧରୁ ୩, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୧, ଗଜପତିରୁ ୧୯, ଗଞ୍ଜାମରୁ ୧୪, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୧୮, କେନ୍ଦୁଝରରୁ ୨୪, କୋରାପୁଟରୁ ୧୬, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୮୪, ନବରଙ୍ଗପୁରରୁ ୧୮, ନୟାଗଡ଼ରୁ ୬୦, ନୂଆପଡ଼ାରୁ ୫, ରାୟଗଡ଼ାରୁ ୧୪, ସମ୍ବଲପୁରରୁ ୩୬, ସୋନପୁରରୁ ୪ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି।

୨୦୮୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୮ ହଜାର ୫୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩୨ ହଜାର ୬୬୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨୦ ହଜାର ୧୬୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସେହିପରି ଯେଉଁ ୫୬ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଥିବା ବେଳେ ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏଁ, ମାଲକାନଗିରିରୁ ୨ ଏବଂ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୩୫କୁ ବୃଦ୍ଧି ପାଇଥିବା ବେଳେ ବରଗଡ଼ରେ ୨୫୪, କଟକରେ ୩୧୫, ଦେବଗଡ଼ରେ ୩୬, ଗଞ୍ଜାମରେ ୪୨୨, କଳାହାଣ୍ଡିରେ ୧୯୩, କେନ୍ଦ୍ରାପଡ଼ାରେ ୧୧୪, କେନ୍ଦୁଝରରେ ୯୫, କୋରାପୁଟରେ ୬୮, ମାଲକାନଗିରିରେ ୪୨, ମୟୂରଭଞ୍ଜରେ ୧୯୧, ପୁରୀରେ ୩୧୦, ସମ୍ବଲପୁରରେ ୧୫୪ ଓ ସୁନ୍ଦରଗଡ଼ରେ ୪୪୮କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story