୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଓ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସାରା ଓଡ଼ିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ […]

Heavy rain

Heavy rain

Jitendra Garnayak
  • Published: Sunday, 13 June 2021
  • Updated: 13 June 2021, 04:31 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ସାରା ଓଡ଼ିଶାକୁ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ମଧ୍ୟରୁ ୮ଟିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଅନ୍ୟ ୧୩ଟି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଏଣୁ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story