ଉଦଳା ସବ୍‌ଜେଲ୍‌ରେ ପଶିଲା କରୋନା, ୨୧ ପଜିଟିଭ୍ ଚିହ୍ନଟ

ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ସବ୍‌ଜେଲ୍‌ରେ ପଶିଲା କରୋନା। ଏଠାରେ ୨୧ ଜଣ ବିଚାରାଧୀନ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି ଏହି ସବ୍‌ଜେଲ୍‌ର ବିଚାରାଧୀନ କଏଦୀଙ୍କ ମଧ୍ୟରୁ ୭୬ ଜଣଙ୍କର ଟେଷ୍ଟ୍ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି। ଏହା ଜଣାପଡ଼ିବା ପରେ ଉଦଳା ଏନ୍‌ଏସି ପକ୍ଷରୁ ପୂରା ଜେଲ୍ ପରିସରକୁ ସାନିଟାଇଜ୍ କରାଯାଇଛି। ଏହା ସହିତ କରୋନାରେ ଆକ୍ରାନ୍ତ ସମସ୍ତ ବିଚାରାଧୀନ କଏଦୀଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି। ଯଦି […]

Udala Sub-Jail

Udala Sub-Jail

Niharika Rout
  • Published: Monday, 10 May 2021
  • Updated: 10 May 2021, 11:31 AM IST

Sports

Latest News

ଉଦଳା (ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ସବ୍‌ଜେଲ୍‌ରେ ପଶିଲା କରୋନା। ଏଠାରେ ୨୧ ଜଣ ବିଚାରାଧୀନ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଗତକାଲି ଏହି ସବ୍‌ଜେଲ୍‌ର ବିଚାରାଧୀନ କଏଦୀଙ୍କ ମଧ୍ୟରୁ ୭୬ ଜଣଙ୍କର ଟେଷ୍ଟ୍ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କର ରିପୋର୍ଟ ପଜିଟିଭ୍ ଆସିଛି।

ଏହା ଜଣାପଡ଼ିବା ପରେ ଉଦଳା ଏନ୍‌ଏସି ପକ୍ଷରୁ ପୂରା ଜେଲ୍ ପରିସରକୁ ସାନିଟାଇଜ୍ କରାଯାଇଛି। ଏହା ସହିତ କରୋନାରେ ଆକ୍ରାନ୍ତ ସମସ୍ତ ବିଚାରାଧୀନ କଏଦୀଙ୍କୁ ଆଇସୋଲେସନ୍‌ରେ ରଖାଯାଇଛି। ଯଦି ସେମାନଙ୍କ ମଧ୍ୟରୁ କାହାର ଅବସ୍ଥା ଗୁରୁତର ହୁଏ, ତା’ହେଲେ ତାଙ୍କୁ କୋଭିଡ୍ କେୟାର ସେଣ୍ଟରକୁ ପଠାଇବାକୁ ଜେଲ୍ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦିଆଯାଇଥିବା ଉଦଳା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ବିଦ୍ୟାଧର ଦଣ୍ଡପାଟ କହିଛନ୍ତି।

ଅନ୍ୟପକ୍ଷରେ ୨୧ଜଣ ପଜିଟିଭ୍ ବାହାରିବା ପରେ ଜେଲ୍‌ କର୍ତ୍ତୃପକ୍ଷ ସଜାଗ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦,୦୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ଲଗାତାର ୫ ଦିନ ହେଲା ରାଜ୍ୟରେ ଦୈନିକ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିପରି ଆଉ ୧୭ ଜଣଙ୍କ ମୃତ୍ୟୁ ଘଟିବା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୯୭କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story