ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ଆଳିପିଙ୍ଗଳ ଜେଲରେ ୨୧ ବନ୍ଦୀଙ୍କୁ କରୋନା ହୋଇଛି। ୨୧ ଜଣଙ୍କ ମଧ୍ୟରୁ ୨୦ ବିଚାରାଧୀନ ଓ ଜଣେ ସଜାପ୍ରାପ୍ତ କଏଦୀ ଅଛନ୍ତି। ଏନେଇ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ପୂର୍ବରୁ ଏହି ଜେଲରେ ୩ ବନ୍ଦୀ କରୋନାରେ ହୋଇଥିଲେ।
ଆଜି ସୁଦ୍ଧା ଜଗତସିଂହପୁରରେ ୯୭୬ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭୬୨ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୨୧୨ ଜଣ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।