ରାଜ୍ୟରେ ୨୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୧୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୯୭ଟି ଲୋକାଲ୍ କେସ୍‌। ସେହିପରି ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ପ୍ରଦାନ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ […]

Corona

Corona

Jitendra Garnayak
  • Published: Thursday, 15 July 2021
  • Updated: 15 July 2021, 12:29 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୧୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୯୭ଟି ଲୋକାଲ୍ କେସ୍‌। ସେହିପରି ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ପ୍ରଦାନ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଥିବା ବେଳେ କଟକରୁ ୩୨୩, ବାଲେଶ୍ୱରରୁ ୧୬୮, କେନ୍ଦ୍ରାପଡ଼ାରୁ ୧୩୨, ପୁରୀରୁ ୧୧୩, ମୟୂରଭଞ୍ଜରୁ ୯୯ ଓ ଯାଜପୁର ଜିଲ୍ଲାରୁ ୯୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ଭଦ୍ରକରୁ ୭୯, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୧୬, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୫, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୨, କେନ୍ଦୁଝରରୁ ୬୬, କୋରାପୁଟରୁ ୧୯, ମାଲକାନଗିରିରୁ ୨୨, ନବରଙ୍ଗପୁରରୁ ୧୦, ନୟାଗଡ଼ରୁ ୭୪, ନୂଆପଡ଼ାରୁ ୨, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୯, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ୍‌ ପୁଲ୍‌ରୁ ୮୭ ଜଣ ଚିହ୍ନଟ ହୋଇଛନ୍ତି।

ସେହିପରି ଯେଉଁ ୬୬ କରୋନା ମୃତକଙ୍କ ସଂପର୍କରେ ଆଜି ସୂଚନା ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି। ସେହିପରି ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଏଁ ଥିବା ବେଳେ ବାଲେଶ୍ୱରରୁ ୮, ସମ୍ବଲପୁରରୁ ୭, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗିର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି।

ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୧୪୮, ବରଗଡ଼ରେ ୨୨୪, ଭଦ୍ରକରେ ୫୬, ବଲାଙ୍ଗିରରେ ୮୭, କଟକରେ ୩୧୧, ଗଞ୍ଜାମରେ ୩୯୪, ଜଗତସିଂହପୁରରେ ୮୫, କଳାହାଣ୍ଡିରେ ୧୯୦, ମୟୂରଭଞ୍ଜରେ ୧୭୧, ପୁରୀରେ ୨୯୫, ସମ୍ବଲପୁରରେ ୧୪୮ ଓ ସୁନ୍ଦରଗଡ଼ରେ ୪୨୦କୁ ବୃଦ୍ଧି ପାଇଛି।

୨୧୧୦ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୨୦ ହଜାର ୬୪୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨୨ ହଜାର ୨୯୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story