ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୨୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୯୬,ଖୋର୍ଦ୍ଦାରୁ ୧୮,ବାଲେଶ୍ୱରରୁ ୧୫, ମୟୁରଭଞ୍ଜରୁ ୧୩, ବରଗଡ଼ରୁ ୧୨, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୭, ମାଲକାନଗିରିରୁ୭ ଏବଂ ଯାଜପୁରରୁ ୬ ଜଣ ଅଛନ୍ତି। ସେହିପରି ଗତକାଲି ୫୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୫୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୨୭୩ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୫, କଟକରୁ ୨୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୫୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୩୭, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୭, ନୟାଗଡ଼ରୁ ଜଣେ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୬ ଓ ସୁନ୍ଦରଗଡ଼ରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।