ଆଜି ସୁସ୍ଥ ହେଲେ ୨୧୭

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୨୧୭ ଜଣ କରୋନା  ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୯୬,ଖୋର୍ଦ୍ଦାରୁ ୧୮,ବାଲେଶ୍ୱରରୁ ୧୫, ମୟୁରଭଞ୍ଜରୁ ୧୩, ବରଗଡ଼ରୁ ୧୨, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୭, ମାଲକାନଗିରିରୁ୭ ଏବଂ ଯାଜପୁରରୁ ୬ ଜଣ ଅଛନ୍ତି। ସେହିପରି ଗତକାଲି ୫୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୨୭୩ ଜଣ […]

corona test

Tapas Behera
  • Published: Tuesday, 07 July 2020
  • , Updated: 07 July 2020, 05:54 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୨୧୭ ଜଣ କରୋନା  ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୯୬,ଖୋର୍ଦ୍ଦାରୁ ୧୮,ବାଲେଶ୍ୱରରୁ ୧୫, ମୟୁରଭଞ୍ଜରୁ ୧୩, ବରଗଡ଼ରୁ ୧୨, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୭, ମାଲକାନଗିରିରୁ୭ ଏବଂ ଯାଜପୁରରୁ ୬ ଜଣ ଅଛନ୍ତି। ସେହିପରି ଗତକାଲି ୫୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

୫୭୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୨୭୩ ଜଣ ଅଛନ୍ତି। ସେହିପରି ଅନୁଗୋଳରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ୫, କଟକରୁ ୨୯, ଢେଙ୍କାନାଳରୁ ଜଣେ, ଗଜପତିରୁ ୫୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୬, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୩୭, ମୟୂରଭଞ୍ଜରୁ ୧୪, ନବରଙ୍ଗପୁରରୁ ୭, ନୟାଗଡ଼ରୁ ଜଣେ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୧୦, ସମ୍ବଲପୁରରୁ ୬ ଓ ସୁନ୍ଦରଗଡ଼ରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି।

Related story