ରାଜ୍ୟରେ ଉପରମୁହାଁ ମହାମାରୀ, ଚିହ୍ନଟ ହେଲେ ୨୧୮ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏବେ ରାଜ୍ୟରେ ଉପରମୁହାଁ ମହାମାରୀ। ଗତ କିଛି ଦିନ ହେବ ରାଜ୍ୟରେ ୨ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶିକ୍ଷାନୁଷ୍ଠାନରେ ପଶିଲାଣି କରୋନା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୧୮ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୮୯। ବରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୯, ସୁନ୍ଦରଗଡ଼ରୁ ୨୬, ଖୋର୍ଦ୍ଧାରୁ ୨୫, […]

corona

corona

Niharika Rout
  • Published: Tuesday, 30 March 2021
  • Updated: 30 March 2021, 06:10 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଏବେ ରାଜ୍ୟରେ ଉପରମୁହାଁ ମହାମାରୀ। ଗତ କିଛି ଦିନ ହେବ ରାଜ୍ୟରେ ୨ଶହରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶିକ୍ଷାନୁଷ୍ଠାନରେ ପଶିଲାଣି କରୋନା।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୨୧୮ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ହେଉଛି ୮୯।

ବରଗଡ଼ ଜିଲ୍ଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୨୯, ସୁନ୍ଦରଗଡ଼ରୁ ୨୬, ଖୋର୍ଦ୍ଧାରୁ ୨୫, କଟକରୁ ୧୬, କଳାହାଣ୍ଡିରୁ ୧୩ ଓ  ଅନୁଗୁଳରୁ ୧୨  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୩୬ ହଜାର ୮୦୯ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ  ଆକ୍ଟିଭ କେସ୍‌ ଏବେ ୧୮୩୭ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story