ରାଜ୍ୟରେ ଆଖି ବୁଜିଲେ ସର୍ବାଧିକ ୨୨ ଆକ୍ରାନ୍ତ, ଖୋର୍ଦ୍ଧାରୁ କେବଳ ୪

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍‌ଡାଉନ୍‌, ଶଟଡାଉନ୍‌ ସତ୍ତ୍ୱେ ରାଜ୍ୟରେ ମହାମାରୀ ଦିନକୁ ଦିନ ନୂଆ ରେକର୍ଡ କରୁଛି। ଆଜି ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବି ସର୍ବାଧିକ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରେ ୩ ଜଣ ଆଖି ବୁଜିଛନ୍ତି।  ଏହାବାଦ ପୁରୀ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ାରୁ ୨ ଜଣ […]

Corona

Corona

Niharika Rout
  • Published: Friday, 14 May 2021
  • Updated: 14 May 2021, 09:06 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲକ୍‌ଡାଉନ୍‌, ଶଟଡାଉନ୍‌ ସତ୍ତ୍ୱେ ରାଜ୍ୟରେ ମହାମାରୀ ଦିନକୁ ଦିନ ନୂଆ ରେକର୍ଡ କରୁଛି। ଆଜି ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବି ସର୍ବାଧିକ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରେ ୩ ଜଣ ଆଖି ବୁଜିଛନ୍ତି।  ଏହାବାଦ ପୁରୀ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏ ଆକ୍ରାନ୍ତ ପ୍ରାଣ ହାରିଛନ୍ତି। ଏହାବାଦ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧରୁ ଜଣେ ଲେଖା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାବାଦ ଗଞ୍ଜାମ, ଜଗତସିଂହପୁର,   କନ୍ଧମାଳ,  ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖା କରୋନା ପଜିଟିଭ ଆଖି ବୁଜିଛନ୍ତି। ଏଥିସହ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩ରେ ପହଞ୍ଚିଛି।

ଖୋର୍ଦ୍ଧାରେ ସମୁଦାୟ ମୃତକଙ୍କ ସଂଖ୍ୟା ୪୦୦ ଛୁଇଁଥିବା ବେଳେ ସୁନ୍ଦରଗଡ଼ରେ ୨୧୯ ଓ ଅନୁଗୁଳରେ ଏହି ସଂଖ୍ୟା ୫୬ରେ ପହଞ୍ଚିଛି।

ଏହାବାଦ ବଲାଙ୍ଗିରରେ ଏହି ସଂଖ୍ୟା ୫୫ ଛୁଇଁଥିବା ବେଳେ ବୌଦ୍ଧରେ ୨୦, କଟକରେ ୧୫୧, ଦେବଗଡ଼ରେ ୧୦, ଗଜପତିରେ  ୩୯, ଗଞ୍ଜାମରେ ୨୬୭, କଳାହାଣ୍ଡିରେ ୬୪, କନ୍ଧମାଳରେ ୩୭, କେନ୍ଦ୍ରାପଡ଼ାରେ ୩୨,  ରାୟଗଡ଼ାରେ ୮୦ରେ ପହଞ୍ଚିଛି ସମୁଦାୟ ମୃତକଙ୍କ ସଂଖ୍ୟା।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ୧୨,୩୯୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୬୯୩୮ ଚିହ୍ନଟ ହୋଇଥିବା ବେଳେ ୫୪୫୨ ହେଉଛି ଲୋକାଲ କେସ୍‌।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୦୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧୯, ଅନୁଗୁଳରୁ ୫୩୨,ବରଗଡ଼ରୁ ୫୦୭ ବାଲେଶ୍ୱରରୁ ୩୪୦, ଭଦ୍ରକରୁ ୪୧୨ ଓ ବଲାଙ୍ଗିରରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ପଜିଟିଭ ସଂଖ୍ୟା ୫,୮୮,୬୮୭ରେ ପହଞ୍ଚିଥିବା ବେଳେ ୪,୮୨,୩୪୫ ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ୧୦୪୦୧୬ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story