୨୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଜୁନ ୨୨ ତାରିଖରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ରେଗୁଲାର ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ୧୮ହଜାର ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ଏହି ପରୀକ୍ଷା ଲାଗି ରୋଲ ନମ୍ବରରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ରେଗୁଲାର ପରୀକ୍ଷାରେ ପାଇଥିବା ରୋଲ ନମ୍ବରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ । ପରୀକ୍ଷା ୨୭ ତାରିଖରେ ଶେଷ ହେବ ବୋଲି ବୋର୍ଡ ସଭାପତି ଦକ୍ଷ ପ୍ରସାଦ ନନ୍ଦ ଶନିବାର […]

ctc

Rakesh Mallick
  • Published: Saturday, 06 June 2015
  • , Updated: 06 June 2015, 07:29 AM IST

ଭୁବନେଶ୍ୱର: ଜୁନ ୨୨ ତାରିଖରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ। ରେଗୁଲାର ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ୧୮ହଜାର ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଆବେଦନ କରିଛନ୍ତି। ଏହି ପରୀକ୍ଷା ଲାଗି ରୋଲ ନମ୍ବରରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ରେଗୁଲାର ପରୀକ୍ଷାରେ ପାଇଥିବା ରୋଲ ନମ୍ବରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବେ । ପରୀକ୍ଷା ୨୭ ତାରିଖରେ ଶେଷ ହେବ ବୋଲି ବୋର୍ଡ ସଭାପତି ଦକ୍ଷ ପ୍ରସାଦ ନନ୍ଦ ଶନିବାର ସୂଚନା ଦେଇଛନ୍ତି ।

Related story