୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ଆହୁରି ଦୁଇ ଦିନ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି। ଆସନ୍ତାକାଲି ସକାଳ ଯାଏଁ ୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଗଂଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ ଓ ମାଲକାନଗିରି ଭଳି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତବନୀ ଦେଇଛି ପାଣିପାଗ ବିଭାଗ। ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର […]

RainFall

RainFall

Tapas Behera
  • Published: Tuesday, 17 August 2021
  • Updated: 17 August 2021, 09:16 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର) ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆଗକୁ ଆହୁରି ଦୁଇ ଦିନ ମଧ୍ୟମରୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି। ଆସନ୍ତାକାଲି ସକାଳ ଯାଏଁ ୨୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଦିଆଯାଇଛି। ଗଂଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, କନ୍ଧମାଳ ଓ ମାଲକାନଗିରି ଭଳି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଚେତବନୀ ଦେଇଛି ପାଣିପାଗ ବିଭାଗ।

ଏପଟେ ଲଗାଣ ବର୍ଷାରେ ବେହାଲ୍ ହୋଇଛି ମାଲକାନଗିରି ଜିଲ୍ଲାର କୋରକଣ୍ଡା ଓ ଏମ୍‌ଭି-୩୭ ପୋଲ ଉପରେ ପାଣି କମୁଥିବାବେଳେ ପୋଟେରୁ, କାଙ୍କରିକୁଣ୍ଡା ଅଞ୍ଚଳରେ ପାଣି ବଢୁଛି। ମାଲକାନଗିିରିରୁ ମୋଟୁକୁ ଏବଂ ଆନ୍ଧ୍ରକୁ ଯୋଗାଯୋଗ ବିଛିନ୍ନ ହୋଇଛି।

OTVକୁ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଥିଲେ ଯେ- ଜୁନ୍ ୧ରୁ ଅଗଷ୍ଟ ୧୨ ପର୍ଯ୍ୟନ୍ତ ରାଜ୍ୟର ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟରେ ବର୍ଷା ନିଅଣ୍ଟିଆ ନାହିଁ। ଭଦ୍ରକ, ଯାଜପୁର, କେନ୍ଦୁଝର, ବଲାଙ୍ଗିର, କଳାହାଣ୍ଡିରେ ବେଶି ନିଅଣ୍ଟିଆ ରହିଛି। ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story