ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୨ କ୍ୱାରେଣ୍ଟାଇନ୍ ଓ ୧୦୫ ଲୋକାଲ କଣ୍ଟାକ୍ଟ କେସ୍। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରିଛି। ଏହାଛଡ଼ା ୧୦୧ ଜଣ ଆରୋଗ୍ୟ ହୋଇ ଆଜି ଘରକୁ ଫେରିଛନ୍ତି।
https://twitter.com/bmcbbsr/status/1293903633294086149?s=20
ଫରେଷ୍ଟ ପାର୍କ ଅଞ୍ଚଳରୁ ୮, ବଡ଼ଗଡ଼ ବ୍ରିଟ କଲୋନିରୁ ୮, ଏକ ଘରୋଇ ହସ୍ପିଟାଲର ୬ କର୍ମଚାରୀ, ଗଙ୍ଗନଗରରୁ ୫, ସାଲିଆସାହିରୁ ୫, ସହିଦନଗରରୁ ୫, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୪ ଓ ବମିଖାଲରୁ ୪ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି।
ଆଜି ସୁଦ୍ଧା ବିଏମ୍ସି ଅଞ୍ଚଳରେ ୪୫୯୫ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୧୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୫୫୧ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲ୍ରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।
Crime
ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ! ଘେରିଲେ ଗାଁ ଲୋକ
ପ୍ରଧାନଶିକ୍ଷକଙ୍କୁ ଠେଲାପେଲା କରିବା ସହିତ ବିଦ୍ୟାଳୟର ଏକ କୋଠରୀରେ ଭର୍ତ୍ତି କରି ତାଲା ପକାଇଦେଇଥିଲେ। ଏ ସମ୍ପର୍କରେ ଖବର ପାଇ ABEO ସ୍କୁଲରେ ପହଞ୍ଚି ଅଭିଭାବକଙ୍କୁ ବୁଝାସୁଝା କରିଥିଲେ
Crime
ରାଜଧାନୀରେ ଚାଲିଥିଲା ସେକ୍ସ ରାକେଟ୍; ୪ ଯୁବତୀ ଉଦ୍ଧାର
ଖଣ୍ଡଗିରିରେ ଦୀର୍ଘ ଦିନ ଧରି ଚାଲିଥିଲା ସେକ୍ସ ରାକେଟ। ନୟାଗଡ଼ ଅଞ୍ଚଳର ଜଣେ ମହିଳା ଘର ଭଡ଼ା ନେଇ ୪ ଯୁବତୀଙ୍କୁ ରଖି ଦେହ ବେପାର କାମରେ ନିୟୋଜିତ କରୁଥିଲେ।
Crime
କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତା ଗିରଫ
୩ଟି ବହୁତଳ କୋଠା, ୨ଟି ଫ୍ଲାଟ୍ ଓ ୧୪ଟି ପ୍ଲଟ ସହିତ ଅନ୍ୟାନ୍ୟ ସଂପତ୍ତି ଅଛି ଏହି ଖଣି ଅଧିକାରୀଙ୍କର।