ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୧୦୫ ଲୋକାଲ୍‌ କେସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୨ କ୍ୱାରେଣ୍ଟାଇନ୍‌ ଓ ୧୦୫ ଲୋକାଲ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୦୧ ଜଣ ଆରୋଗ୍ୟ ହୋଇ ଆଜି ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 13th Aug 2020(till […]

bmc

bmc

Manoranjan Sial
  • Published: Thursday, 13 August 2020
  • Updated: 13 August 2020, 07:42 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୨ କ୍ୱାରେଣ୍ଟାଇନ୍‌ ଓ ୧୦୫ ଲୋକାଲ କଣ୍ଟାକ୍ଟ କେସ୍‌। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୦୧ ଜଣ ଆରୋଗ୍ୟ ହୋଇ ଆଜି ଘରକୁ ଫେରିଛନ୍ତି।

https://twitter.com/bmcbbsr/status/1293903633294086149?s=20

ଫରେଷ୍ଟ ପାର୍କ ଅଞ୍ଚଳରୁ ୮, ବଡ଼ଗଡ଼ ବ୍ରିଟ କଲୋନିରୁ ୮, ଏକ ଘରୋଇ ହସ୍ପିଟାଲର ୬ କର୍ମଚାରୀ, ଗଙ୍ଗନଗରରୁ ୫, ସାଲିଆସାହିରୁ ୫, ସହିଦନଗରରୁ ୫, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୪ ଓ ବମିଖାଲରୁ ୪ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ୪୫୯୫ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୨୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦୧୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୧୫୫୧ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos