୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ସେହିପରି ଉତ୍ତର ବଙ୍ଗେ।ପସାଗରରେ ଏକ ଲଘୁବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆନୁମାନ କରିଛି ।  ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢିବ ବୋଲି ପାଣିପାଗ କେନ୍ଦ୍ର […]

rain

Rakesh Mallick
  • Published: Thursday, 23 July 2015
  • , Updated: 23 July 2015, 12:05 PM IST

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ସେହିପରି ଉତ୍ତର ବଙ୍ଗେ।ପସାଗରରେ ଏକ ଲଘୁବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ଆନୁମାନ କରିଛି ।  ଏହାର ପ୍ରଭାବରେ ଆସନ୍ତା ୨୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related story