ମାତୃଭାଷାରେ କପି କରି ଧରା ପଡ଼ିଲେ ୭୪ ଛାତ୍ରଛାତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ହୋଇଥିଲା। ଏହି ପରୀକ୍ଷାରେ କପି କରି ଧରା ପଡ଼ିଛନ୍ତି ୭୪ ଜଣ ଛାତ୍ରଛାତ୍ରୀ। ଚଳିତବର୍ଷ ୨୮୧୮  କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ। କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ଗଠନ କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସ୍ତରରେ ୫୮ଟି ଫ୍ଲାଇଁ ସ୍କ୍ୱାଡ ଓ ୩୭ଟି କେନ୍ଦ୍ରୀୟ ସ୍କ୍ୱାଡ ଗଠନ କରାଯାଇଛି। ମାଟ୍ରିକ ପରୀକ୍ଷାରେ କପି ରୋକିବା […]

odisha-matric-exam

odisha-matric-exam

Rakesh Mallick
  • Published: Friday, 23 February 2018
  • Updated: 23 February 2018, 05:14 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ହୋଇଥିଲା। ଏହି ପରୀକ୍ଷାରେ କପି କରି ଧରା ପଡ଼ିଛନ୍ତି ୭୪ ଜଣ ଛାତ୍ରଛାତ୍ରୀ। ଚଳିତବର୍ଷ ୨୮୧୮  କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ।

କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ଗଠନ କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସ୍ତରରେ ୫୮ଟି ଫ୍ଲାଇଁ ସ୍କ୍ୱାଡ ଓ ୩୭ଟି କେନ୍ଦ୍ରୀୟ ସ୍କ୍ୱାଡ ଗଠନ କରାଯାଇଛି। ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ଗଠିତ ସ୍କ୍ୱାଡରେ ଅଧ୍ୟାପକମାନଙ୍କୁ ମଧ୍ୟ ସାମିଲ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos