ମଧ୍ୟାହ୍ନ ଭୋଜନ ଖାଇ ୨୪ ଛାତ୍ରଛାତ୍ରୀ ଅସୁସ୍ଥ

ବରଗଡ଼ (ଓଡ଼ିଶା ରିପୋର୍ଟର): ସ୍କୁଲ୍‌ରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଛନ୍ତି ୨୪ ଛାତ୍ରଛାତ୍ରୀ। ଘଟଣାଟି ଘଟିଛି ବରଗଡ଼ ସଦର ବ୍ଲକ୍‌ ଖଳିଆପଲି ଆଶ୍ରମ ବିଦ୍ୟାଳୟରେ। ଆଜି ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ କେତେକ ଛାତ୍ରଛାତ୍ରୀଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ସେମାନଙ୍କୁ ତୁରନ୍ତ ତାଙ୍କୁ ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଥିଲା। ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ଖଳିଆପଲି ସ୍କୁଲରେ ଉତ୍ତେଜନା ଦେଖିବାକୁ ମିଳିଛି।  

school

school

Jitendra Garnayak
  • Published: Tuesday, 28 June 2022
  • Updated: 28 June 2022, 09:30 PM IST

Sports

Latest News

ବରଗଡ଼ (ଓଡ଼ିଶା ରିପୋର୍ଟର): ସ୍କୁଲ୍‌ରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଛନ୍ତି ୨୪ ଛାତ୍ରଛାତ୍ରୀ। ଘଟଣାଟି ଘଟିଛି ବରଗଡ଼ ସଦର ବ୍ଲକ୍‌ ଖଳିଆପଲି ଆଶ୍ରମ ବିଦ୍ୟାଳୟରେ।

ଆଜି ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ କେତେକ ଛାତ୍ରଛାତ୍ରୀଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ସେମାନଙ୍କୁ ତୁରନ୍ତ ତାଙ୍କୁ ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ପଠା ଯାଇଥିଲା। ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ଖଳିଆପଲି ସ୍କୁଲରେ ଉତ୍ତେଜନା ଦେଖିବାକୁ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story