୧୯ ଜିଲ୍ଲାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧ଟି ହେଉଛି ଲୋକାଲ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। COVID-19 REPORT FOR 28th JUNE New positive Cases: 245 In quarantine: 214 Local contacts: 31 (Details […]

corona-34

corona-34

Niharika Rout
  • Published: Monday, 29 June 2020
  • Updated: 29 June 2020, 11:04 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧ଟି ହେଉଛି ଲୋକାଲ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଗଞ୍ଜାମରୁ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁରରୁ ୪୦, ଖୋର୍ଦ୍ଧାରୁ୨୮, ବରଗଡ଼ରୁ ୧୦ ଓ ଜଗତସିଂହପୁରରୁ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  କେନ୍ଦ୍ରାପଡ଼ା ଜିଲ୍ଲାରୁ ୮, ଗଜପତି, କଟକ, ନବରଙ୍ଗପୁର, କେନ୍ଦୁଝରରୁ ୭ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୬, ମୟୂରଭଞ୍ଜରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଢେଙ୍କାନାଳ, ନୟାଗଡ଼ରୁ ୩  ଜଣ ଲେଖା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଭଦ୍ରକରୁ ୨ଜଣ ଲେଖାଏ , ଝାରସୁଗୁଡ଼ା, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୨୦୮୬ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story