୨୫ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗର ଜବତ, ଜଣେ ଗିରଫ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୁଲିସ୍ ୨୨୫ ଗ୍ରାମ ବ୍ରାଉନ୍‌ସୁଗର ଜବତ କରିଛି। ଜବତ ବ୍ରାଉନ୍‌ସୁଗରର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ। ଗିରଫ ବ୍ୟକ୍ତିଙ୍କ ନାଁ ମୁନା ସେଠୀ। ତାଙ୍କ ଘର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ। ଅଭିଯୁକ୍ତଙ୍କ ନିକଟରୁ ଏକ ଦାମୀ କାର ସହିତ ଗୋଟିଏ ବନ୍ଧୁକ ଜବତ କରାଯାଇଛି।

car1

Jitendra Garnayak
  • Published: Monday, 16 November 2020
  • , Updated: 16 November 2020, 01:52 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଖଣ୍ଡଗିରି ସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୁଲିସ୍ ୨୨୫ ଗ୍ରାମ ବ୍ରାଉନ୍‌ସୁଗର ଜବତ କରିଛି। ଜବତ ବ୍ରାଉନ୍‌ସୁଗରର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ।

ଗିରଫ ବ୍ୟକ୍ତିଙ୍କ ନାଁ ମୁନା ସେଠୀ। ତାଙ୍କ ଘର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଅଞ୍ଚଳରେ। ଅଭିଯୁକ୍ତଙ୍କ ନିକଟରୁ ଏକ ଦାମୀ କାର ସହିତ ଗୋଟିଏ ବନ୍ଧୁକ ଜବତ କରାଯାଇଛି।

Related story