ଭୁବନେଶ୍ୱରରୁ ୨୫ ପଜିଟିଭ ଚିହ୍ନଟ; ୨୩ ଲୋକାଲ୍‌ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୨୫ରୁ ୨୩ ଲୋକାଲ୍ କେସ୍ ହୋଇଥିବା ବେଳେ ୨ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। Update on newly detected & cured #COVID19 cases in the last 24 hrs under the BMC area on 29th Jun 2020(till 9am). Further contact tracing is […]

corona-11

corona-11

Niharika Rout
  • Published: Monday, 29 June 2020
  • Updated: 29 June 2020, 02:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରୁ ୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୨୫ରୁ ୨୩ ଲୋକାଲ୍ କେସ୍ ହୋଇଥିବା ବେଳେ ୨ ଜଣ ହୋମ୍ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

୨୩ ଲୋକାଲ୍ କେସ୍‌ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ୫ ଚିହ୍ନଟ ହୋଇଥିବା ବେଳେ, ସାମନ୍ତରାପୁରରୁ ୨ ଜଣ,  ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଚକେଇସିଆଣି ମଞ୍ଚନାଥ ହାଇସ୍କୁଲ ନିକଟରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣେ କ୍ୱାରେଣ୍ଟାଇନ୍‌ ସେଣ୍ଟର କର୍ମଚାରୀ ବୋଲି ଜଣାଯାଇଛି।

ଏହାବ୍ୟତୀତ ରାଜଧାନୀରେ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣ ଏକ ଘରୋଇ ହସ୍ପିଟାଲ କର୍ମଚାରୀ ହୋଇଥିବା ବେଳେ ଜଣେ ୪୩ ବର୍ଷୀୟ ରେଲୱେ ଷ୍ଟାଫ ଓ ଅନ୍ୟ ଜଣେ ଭିଏସ୍‌ଏସ୍‌ ନଗରର ୫୫ ବର୍ଷୀୟ ବ୍ୟକ୍ତି ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୪ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୭୪ଜଣ ସୁସ୍ଥ ହୋଇଥିବାବେଳେ ୧୩୫ଜଣ ଚିକିତ୍ସାଧୀନ ଅଛନ୍ତି। ୪ ଜଣଙ୍କ ମୃତ୍ୟୁ ଘଟିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story