କୃମି ଔଷଧ ଖାଇ ୨୫ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ

ଟିଟିଲାଗଡ଼ (ମାନସ ମହାନ୍ତି): ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକର ଘୁନସର ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ୨୫ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ସଇଁତଳା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ଆଜି ଆଶା ଦିଦି ଛାତ୍ରଛାତ୍ରୀଙ୍କୁ କୃମି ଔଷଧ ଖାଇବାକୁ ଦେଇଥିଲେ। ଏହା ଖାଇବା ପରେ ପିଲାମାନେ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି। ଏକ ଡାକ୍ତରୀ ଟିମ୍‌ […]

titilagarh

titilagarh

Rakesh Mallick
  • Published: Monday, 24 September 2018
  • Updated: 24 September 2018, 10:14 PM IST

Sports

Latest News

ଟିଟିଲାଗଡ଼ (ମାନସ ମହାନ୍ତି): ବଲାଙ୍ଗିର ଜିଲ୍ଲା ସଇଁତଳା ବ୍ଲକର ଘୁନସର ପ୍ରାଥମିକ ବିଦ୍ୟାଳୟରେ କୃମି ଔଷଧ ଖାଇ ୨୫ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ସଇଁତଳା ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

ଆଜି ଆଶା ଦିଦି ଛାତ୍ରଛାତ୍ରୀଙ୍କୁ କୃମି ଔଷଧ ଖାଇବାକୁ ଦେଇଥିଲେ। ଏହା ଖାଇବା ପରେ ପିଲାମାନେ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ସୁସ୍ଥ ଥିବା ଜଣାପଡ଼ିଛି।

ଏକ ଡାକ୍ତରୀ ଟିମ୍‌ ସ୍କୁଲକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ଗାଁରେ ଅନ୍ୟ ପିଲାମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଛି।

https://youtu.be/e6ONmdhVVGs

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story