ଭୁବନେଶ୍ୱରରେ ୨୫ଟି UPHC/UCHCରେ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ଆଜି ଭୁବନେଶ୍ୱରରେ ୨୫ଟି UPHC/UCHCରେ କୋଭିଡ୍ ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ଟାରୁ ୧୧ଟା ୩୦ ଓ ସନ୍ଧ୍ୟା ୫ଟାରୁ ୭ଟା ପର୍ଯ୍ୟନ୍ତ  ଟେଷ୍ଟ କରାଯିବ। କ୍ୟାପିଟାଲ ହସ୍ପିଟାଲ୍‌ରେ ସକାଳ ୮ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଟେଷ୍ଟିଂ କରାଯିବ। ଲୋକେ ବିନାମୂଲ୍ୟରେ ଏହାର ସୁବିଧା ନେଇପାରିବେ। କୋଭିଡ୍ ଟେଷ୍ଟ ନେଇ ସ୍ୱାସ୍ଥ୍ୟ କେନ୍ଦ୍ର […]

BMC

BMC

Niranjan Mishra
  • Published: Sunday, 03 July 2022
  • Updated: 03 July 2022, 07:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ମାସ୍କ ବାଧ୍ୟତାମୂଳକ ହେବା ପରେ ଏବେ କରୋନା ସଂକ୍ରମଣ ରୋକିବାକୁ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି। ଆଜି ଭୁବନେଶ୍ୱରରେ ୨୫ଟି UPHC/UCHCରେ କୋଭିଡ୍ ଟେଷ୍ଟ ବ୍ୟବସ୍ଥା କରାଯାଇଛି। ସକାଳ ୯ଟାରୁ ୧୧ଟା ୩୦ ଓ ସନ୍ଧ୍ୟା ୫ଟାରୁ ୭ଟା ପର୍ଯ୍ୟନ୍ତ  ଟେଷ୍ଟ କରାଯିବ। କ୍ୟାପିଟାଲ ହସ୍ପିଟାଲ୍‌ରେ ସକାଳ ୮ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଟେଷ୍ଟିଂ କରାଯିବ। ଲୋକେ ବିନାମୂଲ୍ୟରେ ଏହାର ସୁବିଧା ନେଇପାରିବେ।

କୋଭିଡ୍ ଟେଷ୍ଟ ନେଇ ସ୍ୱାସ୍ଥ୍ୟ କେନ୍ଦ୍ର ତାଲିକା ପ୍ରକାଶ କରିଛି BMC। ଯେଉଁମାନଙ୍କ ଠାରେ କରୋନା ସଂକ୍ରମଣ ଲକ୍ଷଣ ରହିଛି ସେମାନେ ଟେଷ୍ଟ କରାଇ ନେବାକୁ ପରାମର୍ଶ ଜାରି କରାଯାଇଛି।

ତେଣେ କରୋନା ସଂକ୍ରମଣ ସମେତ ଯେକୌଣସି ଅଭିଯୋଗ ଦେବା ନିମନ୍ତେ BMC ପକ୍ଷରୁ ୨୪ ଘଣ୍ଟିଆ ହେଲ୍‌ପ ଲାଇନ୍ ନମ୍ବର ଜାରି କରାଯାଇଛି। ଯେକୌଣସି ସମୟରେ ଲୋକେ ୧୯୨୯କୁ ଫୋନ୍ କରି ସେମାନଙ୍କ ସମସ୍ୟା ଜଣାଇବାକୁ ବିଏମ୍‌ସି ଟ୍ୱିଇଟ କରି ସୂଚନା ଜାରି କରିଛି।

ସୂଚନା ଥାଉକି, ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩୪୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହା ଭିତରେ ଲୋକାଲ କେସ୍- ୧୪୪, କ୍ୱାରେଣ୍ଟିନରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୪୯ ଜଣ ଆକ୍ରାନ୍ତ ରହିଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯, କଟକରୁ ୫୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ଆକ୍ଟିଭ କେସ୍- ୧୩୧୦ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story