ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୯୪୭୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 32 from Sambalpur29 from Bargarh20 from Dhenkanal20 from Sonepur18 from Bolangir17 from Jharsuguda5 from Deogarh — H & FW Dept Odisha (@HFWOdisha) August 25, 2020 ଆଜି […]

coronavirus

Manoranjan Sial
  • Published: Tuesday, 25 August 2020
  • , Updated: 25 August 2020, 08:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରେକର୍ଡ ସଂଖ୍ୟକ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୫୯୪୭୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1298262032903413761?s=20

ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୨୬୬, ନୟାଗଡ଼ରୁ ୧୪୩, ପୁରୀରୁ ୧୪୧, ରାୟଗଡ଼ାରୁ ୧୧୨, କୋରାପୁଟରୁ ୧୦୪, ଭଦ୍ରକରୁ ୯୯, କଟକରୁ ୯୮, ବୌଦ୍ଧରୁ ୮୭, ମାଲକାନଗିରିରୁ ୭୬, କେନ୍ଦ୍ରାପଡ଼ାରୁ ୭୪, କନ୍ଧମାଳରୁ ୭୩, କଳାହାଣ୍ଡିରୁ ୭୨, ମୟୂରଭଞ୍ଜରୁ ୭୦, ବାଲେଶ୍ୱରରୁ ୬୩, ନବରଙ୍ଗପୁରରୁ ୪୪, ଗଜପତିରୁ ୪୨, ଯାଜପୁରରୁ ୪୦, କେନ୍ଦୁଝରରୁ ୩୭, ଅନୁଗୋଳରୁ ୩୨, ଜଗତସିଂହପୁରରୁ ୩୨, ସମ୍ୱଲପୁରରୁ ୩୨, ବରଗଡ଼ରୁ ୨୯, ଢେଙ୍କାନାଳରୁ ୨୦, ସୋନପୁରରୁ ୨୦, ବଲାଙ୍ଗିରିରୁ ୧୮, ଝାରସୁଗୁଡ଼ାରୁ ୧୭ ଓ ଦେବଗଡ଼ରୁ ୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story