ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୬ କରୋନା ପଜିଟିଭ ଚିହ୍ନଟ। ଗୋଟିଏ ବ୍ଲକ୍ରୁ ଚିହ୍ନଟ ହେଲେ ୨୬ ପଜିଟିଭ। କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍ରୁ ଏକାଥରକେ ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୨ କ୍ୱାରେଣ୍ଟିନ୍ ସେଣ୍ଟର, ୪ ହୋମ୍ କ୍ୱାରେଣ୍ଟିନରେ ଥିଲେ। ଏନେଇ ବିଡିଓ କର୍ଣ୍ଣଦେବ ସମାଦ୍ଦାରଙ୍କ ସୂଚନା ଦେଇଛନ୍ତି।
ଆଜି ଦିନକରେ ୧୩୮ ପଜିଟିଭ ଚିହ୍ନଟ ହେଲେଣି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨୪କୁ ବୃଦ୍ଧି ପାଇଛି।
କଟକରେ ସମୁଦାୟ ୨୪୫ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୪ ଜଣ ସୁସ୍ଥ ହୋଇଛନ୍ତି। ଜଣଙ୍କର ମୃତ୍ୟୁ ହୋଇଛି। ଆହୁରି ୧୨୦ ଆକ୍ଟିଭ କେଶ ରହିଛି। ଏମାନେ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।