୨୭ରେ ସମ୍ବଲପୁର ଆସିବେ ମୁଖ୍ୟମନ୍ତ୍ରୀ

ସମ୍ୱଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୭ତାରିଖରେ ଦିନିକିଆ ସମ୍ୱଲପୁର ଗସ୍ତରେ ଆସି ଆଇଁଠାପାଲି ପିଏଚଡି ପଡିଆରେ ନିର୍ମାଣ ଶ୍ରମିକ ସେବା ସପ୍ତାହ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ ସେ ୧୩୮ ଜଣ  ନିର୍ମାଣ ଶ୍ରମିକଙ୍କୁ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରିବେ। ଏହାଛଡା ନିର୍ମାଣ ଶ୍ରମିକଙ୍କ ପାଇଁ ଉର୍ଦ୍ଧିଷ୍ଟ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ କେତେକ ଶ୍ରମିକଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ। ବୁଧବାର ସମ୍ୱଲପୁରରେ ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରସ୍ତୁତି […]

cm

cm

Rakesh Mallick
  • Published: Thursday, 25 February 2016
  • Updated: 25 February 2016, 09:56 AM IST

Sports

Latest News

ସମ୍ୱଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୭ତାରିଖରେ ଦିନିକିଆ ସମ୍ୱଲପୁର ଗସ୍ତରେ ଆସି ଆଇଁଠାପାଲି ପିଏଚଡି ପଡିଆରେ ନିର୍ମାଣ ଶ୍ରମିକ ସେବା ସପ୍ତାହ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି ଅବସରରେ ସେ ୧୩୮ ଜଣ  ନିର୍ମାଣ ଶ୍ରମିକଙ୍କୁ ନିର୍ମାଣ ଶ୍ରମିକ ପକ୍କାଘର ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରିବେ। ଏହାଛଡା ନିର୍ମାଣ ଶ୍ରମିକଙ୍କ ପାଇଁ ଉର୍ଦ୍ଧିଷ୍ଟ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ କେତେକ ଶ୍ରମିକଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ କରିବେ।

ବୁଧବାର ସମ୍ୱଲପୁରରେ ବିଜେଡି କାର୍ଯ୍ୟାଳୟରେ ଅନୁଷ୍ଠିତ ପ୍ରସ୍ତୁତି କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଶ୍ରମ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ସୂଚନା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story