ଆଉ ୨୯ଟି ନୂଆ ଥାନା ଖୋଲିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଆଉ ୨୯ଟି ନୂଆ ଥାନା କାର୍ଯ୍ୟକ୍ଷମ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୨୧ଟି ଜିଲ୍ଲାରେ ୨୯ଟି ନୂଆ ଥାନାର ଆଜି ଲୋକାର୍ପଣ କରିଛନ୍ତି । ଏହି ନୂଆ ଥାନା ସହ ରାଜ୍ୟରେ ମୋଟ ଥାନା ସଂଖ୍ୟା ୭୦୮କୁ ବୃଦ୍ଧି ପାଇଛି । ଏଥିରେ ମେରାଇନ୍ ଓ ଏନର୍ଜି ଥାନା ମଧ୍ୟ ସାମିଲ ଅଛି। ମିଳିଥିବା ସୂଚନା ଅନୁସାରେ, ଆଜି ୨୯ଟି ଫାଣ୍ଠିକୁ ନୂଆ ଥାନା ଭାବେ […]

police

police

Ordigital Desk
  • Published: Monday, 09 January 2023
  • Updated: 09 January 2023, 09:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ଆଉ ୨୯ଟି ନୂଆ ଥାନା କାର୍ଯ୍ୟକ୍ଷମ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୨୧ଟି ଜିଲ୍ଲାରେ ୨୯ଟି ନୂଆ ଥାନାର ଆଜି ଲୋକାର୍ପଣ କରିଛନ୍ତି । ଏହି ନୂଆ ଥାନା ସହ ରାଜ୍ୟରେ ମୋଟ ଥାନା ସଂଖ୍ୟା ୭୦୮କୁ ବୃଦ୍ଧି ପାଇଛି । ଏଥିରେ ମେରାଇନ୍ ଓ ଏନର୍ଜି ଥାନା ମଧ୍ୟ ସାମିଲ ଅଛି।

ମିଳିଥିବା ସୂଚନା ଅନୁସାରେ, ଆଜି ୨୯ଟି ଫାଣ୍ଠିକୁ ନୂଆ ଥାନା ଭାବେ ଉନ୍ନୀତ କରାଯାଇଛି । ଏଥିରେ ରାଜଧାନୀ ଭୁବନେଶ୍ୱରସ୍ଥିତ ସାଲିଆସାହିରେ ଥିବା ପାଣ୍ଠିକୁ ମୈତ୍ରୀବିହାର ଥାନା ଭାବେ ଉନ୍ନୀତ କରାଯାଇଥିବାବେଳେ ଜଗତସିଂହପୁର ଜିଲ୍ଲାର କୃଷ୍ଣାନନ୍ଦପୁର, ରାୟଗଡ଼ାର ରାମନାଗୁଡ଼ା, ଯାଜପୁରର ଅଲାକୁଣ୍ଡା ଓ ବ୍ରହ୍ମବରଦା, ଖୋର୍ଦ୍ଧାର ନାଚୁଣୀ, ସୁବର୍ଣ୍ଣପୁରର ଲଚ୍ଛିପୁର, ପୁରୀର ଚାରିଛକ, ଅନୁଗୁଳର ବାଗେଡ଼ିଆ, ଗୋଲାପପ୍ରସାଦ, ଢେଙ୍କାନାଳ ମହାବୀର ରୋଡ୍ , ଝାରସୁଗୁଡ଼ାର ଏୟାରପୋର୍ଟ ଥାନା, ମୟୂରଭଞ୍ଜର ଭଞ୍ଜପୁର ଥାନା, କେନ୍ଦ୍ରାପଡ଼ାର ଚଉଦାକୁଲାଟ ଓ କୁଦାନଗିରି, ଦେବଗଡ଼ର ଲାମୁରା, ନବରଙ୍ଗପୁରର ମୈଦାଲପୁର, କଟକର ମାଣିଆବନ୍ଧ, ଜୁଡୁମ, ଭଦ୍ରେଶ୍ୱର, କୋରାପୁଟର ସୁନକୀ, ବଲାଙ୍ଗିରର ଆଗଲପୁର , ବାଲେଶ୍ୱରର ଗୋପାଳପୁର, କଳାହାଣ୍ଡିର କଲାମପୁର, ଗଞ୍ଜାମର ବେଗୁନିଆପଡ଼ା, କୋଟିନାଡା, ସମ୍ବଲପୁରର ବରେଇପାଲ୍ଲୀ , ବ୍ରହ୍ୱପୁରର ନିମଖଣ୍ଡି ଓ ବୌଦ୍ଧର ଘଂଟାପଡ଼ା ପୁଲିସ ଫାଣ୍ଠିକୁ ଆଜି ଥାନାକୁ ଉନ୍ନୀତ କରାଯାଇଛି । ଏହି ସମସ୍ତ ଥାନାରେ ଅତ୍ୟାଧୁନିକ ଯୋଗାଯୋଗ ବ୍ୟବସ୍ଥା ସହ ମହିଳା ଓ ଶିଶୁ ଡେସ୍କ ମଧ୍ୟ ରହିଛି।

ଏହି ସମସ୍ତ ଥାନାକୁ ମୁଖ୍ୟମନ୍ତ୍ରୀ ଏକସଙ୍ଗେ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଛନ୍ତି । ସୂଚନାଯୋଗ୍ୟ, ଗତ ୨୦୨୨ ଅଗଷ୍ଟ ମାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୩୬ଟି ଥାନାର ଲୋକାର୍ପଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story