ପୁଲିସ୍‌ ମେଡାଲ ଘୋଷଣା; ଓଡ଼ିଶାରୁ ପାଇବେ ୨୯ ଜଣ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସାରା ଦେଶରେ ଗଣତନ୍ତ୍ର ଦିବସ ପାଳନ କରାଯିବ। ତେବେ ୩ଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ ଜଣ ପୁଲିସ୍‌ କର୍ମଚାରୀ ମେଡାଲ ପାଇବେ। ସାହସିକତା ପାଇଁ ୧୬ ଜଣ ପୁଲିସ୍‌ କର୍ମଚାରୀ ପାଇବେ ଏହି ମେଡାଲ। ଏହା ସହିତ ବିଶିଷ୍ଟ ସେବା ପାଇଁ ୨ ଜଣ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମେଡାଲ ପ୍ରଦାନ କରାଯିବ। ଏଡିଜି ଆର୍.ପି କୋଚେ ଏବଂ ଭିଜିଲାନ୍ସ ASI ମନୋରଂଜନ ସାମଲ ବିଶିଷ୍ଟ ସେବା ପଦକ […]

police-00000

police-00000

Jyoshna Pradhan
  • Published: Saturday, 25 January 2020
  • Updated: 25 January 2020, 02:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସାରା ଦେଶରେ ଗଣତନ୍ତ୍ର ଦିବସ ପାଳନ କରାଯିବ। ତେବେ ୩ଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ ଜଣ ପୁଲିସ୍‌ କର୍ମଚାରୀ ମେଡାଲ ପାଇବେ। ସାହସିକତା ପାଇଁ ୧୬ ଜଣ ପୁଲିସ୍‌ କର୍ମଚାରୀ ପାଇବେ ଏହି ମେଡାଲ। ଏହା ସହିତ ବିଶିଷ୍ଟ ସେବା ପାଇଁ ୨ ଜଣ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମେଡାଲ ପ୍ରଦାନ କରାଯିବ।

ଏଡିଜି ଆର୍.ପି କୋଚେ ଏବଂ ଭିଜିଲାନ୍ସ ASI ମନୋରଂଜନ ସାମଲ ବିଶିଷ୍ଟ ସେବା ପଦକ ପାଇବେ । ସେହିପରି ASP ବିଶ୍ୱନାଥ ମିଶ୍ର, କମାଣ୍ଡାଣ୍ଟ ବାଳକୃଷ୍ଣ ମିଶ୍ର, ASP ସୁଶାନ୍ତ ବିଶ୍ୱାଳ, ଇନ୍ସପେକ୍ଟର ଆଶିଷ ମିଶ୍ର ଉଲ୍ଲେଖନୀୟ ସେବା ପଦକ ପାଇବେ। ଅନ୍ୟପକ୍ଷରେ SI ଗଗନ ନାୟକଙ୍କ ସହ ୧୬ ଜଣ ପୁଲିସ୍‌ ସାହସିକତା ପଦକ ଗ୍ରହଣ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story