ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ସାରା ଦେଶରେ ଗଣତନ୍ତ୍ର ଦିବସ ପାଳନ କରାଯିବ। ତେବେ ୩ଟି ବର୍ଗରେ ଓଡ଼ିଶାରୁ ମୋଟ ୨୯ ଜଣ ପୁଲିସ୍ କର୍ମଚାରୀ ମେଡାଲ ପାଇବେ। ସାହସିକତା ପାଇଁ ୧୬ ଜଣ ପୁଲିସ୍ କର୍ମଚାରୀ ପାଇବେ ଏହି ମେଡାଲ। ଏହା ସହିତ ବିଶିଷ୍ଟ ସେବା ପାଇଁ ୨ ଜଣ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ମେଡାଲ ପ୍ରଦାନ କରାଯିବ।
ଏଡିଜି ଆର୍.ପି କୋଚେ ଏବଂ ଭିଜିଲାନ୍ସ ASI ମନୋରଂଜନ ସାମଲ ବିଶିଷ୍ଟ ସେବା ପଦକ ପାଇବେ । ସେହିପରି ASP ବିଶ୍ୱନାଥ ମିଶ୍ର, କମାଣ୍ଡାଣ୍ଟ ବାଳକୃଷ୍ଣ ମିଶ୍ର, ASP ସୁଶାନ୍ତ ବିଶ୍ୱାଳ, ଇନ୍ସପେକ୍ଟର ଆଶିଷ ମିଶ୍ର ଉଲ୍ଲେଖନୀୟ ସେବା ପଦକ ପାଇବେ। ଅନ୍ୟପକ୍ଷରେ SI ଗଗନ ନାୟକଙ୍କ ସହ ୧୬ ଜଣ ପୁଲିସ୍ ସାହସିକତା ପଦକ ଗ୍ରହଣ କରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।
Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।
Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।
Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।
Weather
ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ
ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।