ପୁଣି ୩ ହଜାର ତଳକୁ ଖସିଲା ରାଜ୍ୟର ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୩ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୩୭ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ୨୯୧୨ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ […]

Corona

Corona

Jitendra Garnayak
  • Published: Friday, 25 June 2021
  • Updated: 25 June 2021, 12:36 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦୁଇ ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୩ ହଜାର ତଳକୁ ଖସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୯୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୩୭ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି ରାଜ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

୨୯୧୨ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୧ ଜଣ ଥିବା ବେଳେ କଟକରୁ ୩୮୨, ଯାଜପୁରରୁ ୨୯୨ ଓ ବାଲେଶ୍ୱରରୁ ୨୨୦ ଜଣ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୧୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୩୧, ଭଦ୍ରକରୁ ୧୩୬, ବଲାଙ୍ଗିରରୁ ୧୨, ବୌଦ୍ଧରୁ ୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୪୨, ଗଜପତିରୁ ୧୩, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୧୩୧, ଝାରସୁଗୁଡ଼ାରୁ ୧୪, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୩୬, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୭୦, କୋରାପୁଟରୁ ୫୪, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୧୭୪, ନବରଙ୍ଗପୁରରୁ ୫୦, ନୟାଗଡ଼ରୁ ୧୪୦, ନୂଆପଡ଼ାରୁ ୮, ପୁରୀରୁ ୧୬୧, ରାୟଗଡ଼ାରୁ ୫୨, ସମ୍ବଲପୁରରୁ ୩୦, ସୋନପୁରରୁ ୧୩ ଓ ସୁନ୍ଦରଗଡ଼ରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ରୁ ୬୫ ଜଣ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୪ ହଜାର ୨୫୫ ସାମ୍ପଲ ଟେଷ୍ଟ କରାଯାଇଥିଲା। ତା’ ମଧ୍ୟରୁ ୨୯୧୨ଟି ପଜିଟିଭ୍ ବାହାରିଥିଲା। ତେଣୁ ପଜିଟିଭିଟି ହାର ୪.୫୩% ରହିଛି।

୨୯୧୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୯୩ ହଜାର ୫୦୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୮ ଲକ୍ଷ ୫୬ ହଜାର ୪୯୮ ଜଣ ସୁସ୍ଥ ହୋଇସାରିଲେଣି। ୩୩ ହଜାର ୧୫୬ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୮୦୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଜୁନ୍ ୨୧ ତାରିଖରେ ରାଜ୍ୟରେ ୨୯୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ଜୁନ୍ ୨୨ ଓ ୨୩ ତାରିଖରେ ଏହି ସଂଖ୍ୟା ଯଥାକ୍ରମେ ୩୪୫୬ ଓ ୩୬୫୦ ରହିଥିଲା। ତେବେ ଜୁନ୍ ୨୪ ଅର୍ଥାତ୍ ଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ପୁଣି ୩ ହଜାର ତଳକୁ ଖସି ୨୯୧୨ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story