କାଲି ଘର ଛାଡ଼ି ପଳାଇଥିଲେ, ଆଜି ମିଳିଲା ମୃତଦେହ

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାମାରି ନିକଟ ପଦ୍ମପୁର ଗାଁରେ ଥିବା ଏକ ଗଛରୁ ପୁଅଝିଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ ପଦ୍ମପୁର ଅଞ୍ଚଳର ହୋଇଥିବା ବେଳେ ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଗତକାଲିଠାରୁ ଦୁଇ ଜଣ ଘର ଛାଡ଼ି ଚାଲି ଯାଇଥିଲେ। ଆଜି ସକାଳେ ଦୁଇ ଜଣଙ୍କ ମୃତଦେହ ଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ସେମାନେ ପୁଲିସ୍ ଖବର ଦେଇଥିଲେ। ପୁଲିସ୍ ମୃତଦେହ ଉଦ୍ଧାର କରି […]

hhh

hhh

Tapaswini Nayak
  • Published: Saturday, 25 April 2020
  • Updated: 25 April 2020, 09:54 AM IST

Sports

Latest News

ବ୍ରହ୍ମପୁର (ଜଗନ୍ନାଥ ସାହୁ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାମାରି ନିକଟ ପଦ୍ମପୁର ଗାଁରେ ଥିବା ଏକ ଗଛରୁ ପୁଅଝିଅଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ ପଦ୍ମପୁର ଅଞ୍ଚଳର ହୋଇଥିବା ବେଳେ ଉଭୟେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି।

ଗତକାଲିଠାରୁ ଦୁଇ ଜଣ ଘର ଛାଡ଼ି ଚାଲି ଯାଇଥିଲେ। ଆଜି ସକାଳେ ଦୁଇ ଜଣଙ୍କ ମୃତଦେହ ଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିଥିଲେ। ଏନେଇ ସେମାନେ ପୁଲିସ୍ ଖବର ଦେଇଥିଲେ। ପୁଲିସ୍ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos