ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଐତିହ୍ୟ ସ୍ଥଳକୁ ରକ୍ଷା କରାଯିବ?

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ବିମ୍‌ଷ୍ଟେକ୍‌ର ଦ୍ୱିତୀୟ ବିପର୍ଯ୍ୟାୟ ପରିଚାଳନା ଅଭ୍ୟାସ ପାଇଁ ପ୍ରସ୍ତୁତି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଐତିହ୍ୟ ତଥା ସାଂସ୍କୃତିକ ସ୍ଥଳକୁ ରକ୍ଷା କରାଯାଇ ପାରିବ ସେ ନେଇ ଯୋଜନା ଚାଲିଛି। ଏଥିରେ ବିମ୍‌ଷ୍ଟେକ୍‌ରେ ସାମିଲ ଥିବା ସାତଟି ଦେଶ ମଧ୍ୟରୁ ଭାରତ ସହ ବାଂଲାଦେଶ, ମିଆଁମାର, ଶ୍ରୀଲଙ୍କା ଓ ନେପାଳର ପ୍ରତିନିଧିମାନେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏନଡିଆରଏଫ୍ ଡିଜି ସତ୍ୟ ନାରାୟଣ ପ୍ରଧାନ, ପୁଲିସ ଡିଜି […]

sat

sat

Manoranjan Sial
  • Published: Tuesday, 11 February 2020
  • Updated: 11 February 2020, 03:46 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ବିମ୍‌ଷ୍ଟେକ୍‌ର ଦ୍ୱିତୀୟ ବିପର୍ଯ୍ୟାୟ ପରିଚାଳନା ଅଭ୍ୟାସ ପାଇଁ ପ୍ରସ୍ତୁତି। ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ଐତିହ୍ୟ ତଥା ସାଂସ୍କୃତିକ ସ୍ଥଳକୁ ରକ୍ଷା କରାଯାଇ ପାରିବ ସେ ନେଇ ଯୋଜନା ଚାଲିଛି। ଏଥିରେ ବିମ୍‌ଷ୍ଟେକ୍‌ରେ ସାମିଲ ଥିବା ସାତଟି ଦେଶ ମଧ୍ୟରୁ ଭାରତ ସହ ବାଂଲାଦେଶ, ମିଆଁମାର, ଶ୍ରୀଲଙ୍କା ଓ ନେପାଳର ପ୍ରତିନିଧିମାନେ ଯୋଗଦେଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏନଡିଆରଏଫ୍ ଡିଜି ସତ୍ୟ ନାରାୟଣ ପ୍ରଧାନ, ପୁଲିସ ଡିଜି ଅଭୟ, ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ପ୍ରମୁଖ ଏଥିରେ ଯୋଗ ଦେଇଛନ୍ତି।

ବିମ୍‌ଷ୍ଟେକ୍‌ର ଏହି ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ ୩ ଦିନ ଧରି ଚାଲିବ। ତେବେ ଆସନ୍ତାକାଲି ରାମଚଣ୍ଡି ବିଚ୍‌ରେ ବିପର୍ଯ୍ୟୟ ପରିଚାଳନାର ଅଭ୍ୟାସ ଅନୁଷ୍ଠିତ ହେବ। ଓଡ଼ିଶାର ସ୍ୱର୍ଣ୍ଣ ତ୍ରିଭୂଜ ଭାବେ ପରିଚିତ ଭୁବନେଶ୍ୱର-ପୁରୀ-କୋଣାର୍କରେ ଅନେକ ଐତିହାସିକ ସ୍ଥଳୀ ରହିଥିବାରୁ ଏହି ଅଭ୍ୟାସ ବେଶ୍ ଫଳପ୍ରଦ ହେବ ବୋଲି ସମସ୍ତେ ଆଶା ବାନ୍ଧିଛନ୍ତି।

ନେପାଳ ପ୍ରତିନିଧି ଶମ୍ଭୁ ରେଗମୀ କହିଛନ୍ତି-“ପ୍ରାକୃତି ବିପର୍ଯ୍ୟୟ ସମୟରେ ଓ ପରେ କେମିତି ମୁକାବିଲା କରାଯିବ ସେନେଇ ବହୁ କିଛି ଏଠାରେ ଶିଖିବାକୁ ମିଳିବ। ଯାହାକୁ ଆମ ଦେଶରେ ପ୍ରୟୋଗ କରିପାରିବୁ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story