ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ତିନି ନାମଲେଖା ଆରମ୍ଭ ହୋଇଛି। ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ପ୍ରକାଶ ପାଇସାରିଛି। ନାମଲେଖା ପାଇଁ ୧ ଲକ୍ଷ ୮୮ ହଜାର ୯୬୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। କଳାରେ ୧ ଲକ୍ଷ ୧୪ ହଜାର ୩୩୧, ବାଣିଜ୍ୟରେ ୧୯ ହଜାର ୭୫୩, ଫିଜିକାଲ ସାଇନ୍ସରେ ୨୯ହଜାର୧୩୧ ଓ ବାୟୋଲୋଜିକାଲ ସାଇନ୍ସରେ ୨୦,୩୪୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।
ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଆଜିଠାରୁ ଜୁଲାଇ ୭ ଯାଏ ଆଡ୍ମିଶନ୍ କରିପାରିବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।