ଆରମ୍ଭ ହେଲା ଯୁକ୍ତ ତିନି ନାମଲେଖା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ତିନି ନାମଲେଖା ଆରମ୍ଭ ହୋଇଛି।  ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ପ୍ରକାଶ ପାଇସାରିଛି।  ନାମଲେଖା ପାଇଁ ୧ ଲକ୍ଷ ୮୮ ହଜାର ୯୬୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।  କଳାରେ ୧ ଲକ୍ଷ ୧୪ ହଜାର ୩୩୧, ବାଣିଜ୍ୟରେ ୧୯ ହଜାର ୭୫୩, ଫିଜିକାଲ ସାଇନ୍ସରେ ୨୯ହଜାର୧୩୧ ଓ ବାୟୋଲୋଜିକାଲ ସାଇନ୍ସରେ ୨୦,୩୪୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି। ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଆଜିଠାରୁ […]

admission

Rakesh Mallick
  • Published: Wednesday, 04 July 2018
  • , Updated: 04 July 2018, 01:01 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ଯୁକ୍ତ ତିନି ନାମଲେଖା ଆରମ୍ଭ ହୋଇଛି।  ଯୁକ୍ତ ୩ରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ପ୍ରକାଶ ପାଇସାରିଛି।  ନାମଲେଖା ପାଇଁ ୧ ଲକ୍ଷ ୮୮ ହଜାର ୯୬୦ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।  କଳାରେ ୧ ଲକ୍ଷ ୧୪ ହଜାର ୩୩୧, ବାଣିଜ୍ୟରେ ୧୯ ହଜାର ୭୫୩, ଫିଜିକାଲ ସାଇନ୍ସରେ ୨୯ହଜାର୧୩୧ ଓ ବାୟୋଲୋଜିକାଲ ସାଇନ୍ସରେ ୨୦,୩୪୬ ଛାତ୍ରଛାତ୍ରୀ ମନୋନୀତ ହୋଇଛନ୍ତି।

ପ୍ରଥମ ମେରିଟ୍ ଲିଷ୍ଟରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଆଜିଠାରୁ ଜୁଲାଇ ୭ ଯାଏ ଆଡ୍‌ମିଶନ୍ କରିପାରିବେ।

Related story