କେନ୍ଦ୍ରାପଡ଼ା (ମନୋଜ ସ୍ୱାଇଁ): ଗାଡି ଚୋରି ରାକେଟ ଗ୍ୟାଙ୍ଗର ପର୍ଦ୍ଦାଫାସ। CCTV ସହାୟତାରେ କେନ୍ଦ୍ରାପଡା ପୁଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ୨୫ଟି ବାଇକ ଜବତ କରିବା ସହ ୫ ଜଣକୁ ଧରିଛି। ଏହି ଗାଡ଼ି ଚୋରି ରାକେଟର ମାଷ୍ଟରମାଇଣ୍ଡ ଜଣେ ଇଂଜିନିୟରିଂ ଛାତ୍ର ଥିବା ଜଣାପଡ଼ିଛି। କେନ୍ଦ୍ରାପଡା ଟାଉନ୍ ଓ ସଦର ଥାନା ଅଂଚଳର ବିଭିନ୍ନ ସ୍ଥାନରୁ ଏମାନେ ଗାଡ଼ି ଚୋରି କରିଥିବା କେନ୍ଦ୍ରାପଡା ଏସ୍ପି ସୂଚନା ଦେଇଛନ୍ତି।
ଚୋରିର ମାଷ୍ଟର ହେଉଛନ୍ତି B-tech ଛାତ୍ର ଅଭିଜିତ ଜେନା ଓ ତାର ସହଯୋଗୀ ପୃଥିବୀ ରାଜ ଚୋରି କରି ଲକ୍ଷ୍ମୀନାରାୟଣପୁର ସ୍ଥିତ ଗ୍ୟାରେଜ ମାଲିକ ଗୌତମ ସାହୁଙ୍କୁ ହସ୍ତାନ୍ତର କରୁଥିଲେ। ୨୫ଟି ଜବତ ଗାଡିରୁ ୧୫ଟି ଗାଡି ମାଲିକଙ୍କୁ ହସ୍ତାନ୍ତର କରିଛି ପୁଲିସ। ୫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା କେନ୍ଦ୍ରାପଡା ଏସ୍ପି ନୀତି ଶେଖର ସୂଚନା ଦେଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ହିନ୍ଦି ସିନେମା ‘ସାବରମତୀ ରିପୋର୍ଟ’କୁ ଟିକସମୁକ୍ତ କଲେ ଓଡ଼ିଶା ସରକାର
ଓଡ଼ିଶାର ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ‘ଦି ସାବରମତୀ ରିପୋର୍ଟ’କୁ କରମୁକ୍ତ ଘୋଷଣା କରିବାରେ ଓଡ଼ିଶା ହେଉଛି ଦେଶର ସପ୍ତମ ବିଜେପି ଶାସିତ ରାଜ୍ୟ।
Miscellaneous
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ପ୍ରତ୍ୟେକ ଗାଁରେ ସର୍ଭେ କରିବେ ନିର୍ଦ୍ଦିଷ୍ଟ ବ୍ଲକ କର୍ମଚାରୀ। ଗ୍ରାମସଭା ଡାକି ସମସ୍ତ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକାକୁ ଅନୁମୋଦନ କରାଯିବ।
Miscellaneous
ନିର୍ଦ୍ଦେଶ ନିୟନ୍ତ୍ରଣ ଓ ଅଭିଜ୍ଞତା କେନ୍ଦ୍ର ଲୋକାର୍ପିତ
ଚାଷୀଙ୍କ ସ୍ୱାର୍ଥ ସାଧନ ଓ ସେମାନଙ୍କୁ ସର୍ବାଧିକ ଲାଭ ଦେବା ଲକ୍ଷ୍ୟ ନେଇ ଏହି କେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଧାନ ବିକ୍ରୟ ପ୍ରକ୍ରିୟାରେ କୌଣସି ସମସ୍ୟା ଥିଲେ ଚାଷୀମାନେ ତୁରନ୍ତ ସେମାନଙ୍କ ଅଭିଯୋଗ ଏହି କେନ୍ଦ୍ର ମାଧ୍ୟମରେ କରିପାରିବେ।
Crime
ବାଙ୍କୀ ପୁଲିସ୍ର ଅଜବ ସର୍ତ୍ତ: ଅଭିଯୁକ୍ତକୁ ଧରିବା ପାଇଁ ବୋଲେରୋ ଓ ଟଙ୍କା ଦିଅ!
ଭଲ ପାଇବା ଜୀବନର ଗୋଟିଏ ବଡ଼ ଭୁଲ ଥିଲା ବୋଲି ଭାବି ନେଇଥିଲେ ଲିମା। ଆଉ ନୂଆକରି ଜୀବନ ଗଢ଼ିବା ପାଇଁ ରାଜଧାନୀର କଂକ୍ରିଟ୍ ସହରରେ ଲାଗି ପଡ଼ିଥିଲେ।
Crime
ଦୁର୍ଦ୍ଦାନ୍ତ ନକ୍ସଲ ବିଜା ମାଡ଼ଭିର ଆତ୍ମସମର୍ପଣ
ବିଜା ମାଡ଼ଭି ୬ ବର୍ଷ ଧରି ନକ୍ସଲ ସଂଗଠନରେ ସାମିଲ ଥିଲେ। ୨୦୨୦ ମସିହାରୁ ସେ KKBN ଡିଭିଜନରେ କାମ କରୁଥିଲେ।