ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଜିଲ୍ଲା ବରେଇପାଲି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି।
ସୂଚନା ଅନୁସାରେ, ୨ଟି ବାଇକ୍ରେ ୪ଜଣ ଯାଉଥିବା ବେଳେ ସେମାନଙ୍କୁ ଟ୍ରକ୍ ଚାପି ଦେଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ମେଡିକାଲ୍ରେ ଭର୍ତ୍ତି କରାଯାଇଛି। ମୃତକଙ୍କ ଘର ହୀରାକୁଦ ଅଞ୍ଚଳରେ ବୋଲି ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।