ଅଗ୍ନିକାଣ୍ଡରେ ୩ ଗୋରୁ ଜୀବନ୍ତ ଦଗ୍ଧ

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତର ଧର୍ମଶରଣବିନ୍ଧା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ତିନୋଟି ପରିବାରର ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏହାସହ ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚ ନିଆଁକୁ ଆୟତ୍ତ କରିଥିଲା। ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

fire000

Tapaswini Nayak
  • Published: Wednesday, 13 February 2019
  • , Updated: 13 February 2019, 10:14 AM IST

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲା ସାହାଡ଼ା ପଞ୍ଚାୟତର ଧର୍ମଶରଣବିନ୍ଧା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ତିନୋଟି ପରିବାରର ୯ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଏହାସହ ୩ଟି ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚ ନିଆଁକୁ ଆୟତ୍ତ କରିଥିଲା।

ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।

Related story