nn
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଏନ୍ଏଚ୍-୧୬ ବରୁଣଗଡ଼ା ଛକରେ ଜନନୀ ଏକ୍ସପ୍ରେସକୁ ଟ୍ରକ୍ ପଛପଟୁ ଧକ୍କା ଦେବା ଫଳରେ ୨ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗର୍ଭବତୀ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ଗର୍ଭବତୀ ମହିଳାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆଶାକର୍ମୀଙ୍କ ସମେତ ୨ ଜଣଙ୍କର ମୃତ୍ୟୁ ଘଟିଥିବା ଥିବା ଜଣାପଡ଼ିଛି।
ସମସ୍ତେ ଭୋଗରାଇ ବ୍ଲକ ରାଣୀବାସନ ଗାଁରୁ ବାଲେଶ୍ୱରକୁ ଆସୁଥିଲା ବେଳେ ଏହି ଦୁର୍ଘଟଣା ଘଟିଥିଲା।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us