ବନ୍ଦ ହେବ ୩ ଡିଗ୍ରୀ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ରାଜ୍ୟରେ ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ୨୫ ପ୍ରତିଶତରୁ କମ୍ ଛାତ୍ରଛାତ୍ରୀ ଆଡ୍‌ମିଶନ୍‌ ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଥିରୁ ୩ଟି କଲେଜକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ବାକି ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ। ଉଲ୍ଲେଖଯୋଗ୍ୟ ଯେ, ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଜୋନ୍‌ର ଏହି ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ବହୁ କମ୍‌ […]

collegr-2

collegr-2

Niharika Rout
  • Published: Wednesday, 27 May 2020
  • Updated: 27 May 2020, 08:27 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ରାଜ୍ୟରେ ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ୨୫ ପ୍ରତିଶତରୁ କମ୍ ଛାତ୍ରଛାତ୍ରୀ ଆଡ୍‌ମିଶନ୍‌ ନେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏଥିରୁ ୩ଟି କଲେଜକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ବାକି ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ।

ଉଲ୍ଲେଖଯୋଗ୍ୟ ଯେ, ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଜୋନ୍‌ର ଏହି ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ବହୁ କମ୍‌ ସଂଖ୍ୟକ ଛାତ୍ରଛାତ୍ରୀ ଆଡ୍‌ମିଶନ୍ ନେଇଛନ୍ତି। ଏପରି ନୈରାଶଜନକ ସ୍ଥିତିରେ କୌଣସି ସୁଧାର ଆସୁ ନ ଥିବାରୁ  ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story