ମଝିଦାଣ୍ଡରେ ଜଣଙ୍କୁ ପିଟିଲେ ୩ ଯୁବତୀ

ପଟ୍ଟାମୁଣ୍ଡାଇ (ଓଡ଼ିଶା ରିପୋର୍ଟର): ପଟ୍ଟାମୁଣ୍ଡାଇ ଓଷଙ୍ଗରା ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଗୁଣିଆ ସନ୍ଦେହରେ ମଝିଦାଣ୍ଡରେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ୩ ଜଣ ଝିଅ ବ୍ୟକ୍ତି ଜଣଙ୍କୁ ପିଟିଛନ୍ତି।

ଏନେଇ ଥାନାରେ ଅଭିଯୋଗ କରିଛନ୍ତି ସଂପୃକ୍ତ ବ୍ୟକ୍ତି।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।